ବିଜୁ ବଡ଼ଜେନା
ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଧାରାବାହିକ ଅଭିନେତା / From Wikipedia, the free encyclopedia
ବିଜୁ ବଡ଼ଜେନା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଧାରାବାହିକ ଅଭିନେତା ।[1] ସେ ୧୯୯୪ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ କଥାଚିତ୍ର ଥିଲା ମୋ ମନ ଖାଲି ତୋରି ପାଇଁ । ସେ ୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଲେଣି ।[2]