ବେଦ
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ / From Wikipedia, the free encyclopedia
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।[1]