ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱରରେ ଥିବା ଏକ ଶିବ ମନ୍ଦିର। / From Wikipedia, the free encyclopedia
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି । [1]
Quick Facts ଲିଙ୍ଗରାଜ ମନ୍ଦିର, Religion ...
ଲିଙ୍ଗରାଜ ମନ୍ଦିର | |
---|---|
Religion | |
ଅନୁବନ୍ଧଗୁଡ଼ିକ | ହିନ୍ଦୁ ଧର୍ମ |
District | ଖୋର୍ଦ୍ଧା |
Location | |
ସ୍ଥାନ | ଭୁବନେଶ୍ୱର |
Country | ଭାରତ |
Architecture | |
ଯଯାତି କେଶରୀ |
Close