ସୁନ୍ଦରଗଡ଼ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ଲୋକସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
'ସୁନ୍ଦରଗଡ଼' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ: